ରାଜଧାନୀରେ ମୂଲ୍ୟବାନ ଜମି ମାଡ଼ି ବସିଛନ୍ତି ଜବରଦଖଲକାରୀ ; ମନ୍ତ୍ରୀ

ଜବରଦଖଲକାରୀ ମାଡି ବସିଛନ୍ତି ରାଜଧାନୀର ମୂଲ୍ୟବାନ୍‌ ଜମି । ରାଜଧାନୀର ପ୍ରାୟ ୩୦ ଏକର ଜମି ଜବରଦଖଲକାରୀଙ୍କ କବଜାରେ ରହିଛି ।

valuable land i

ଏନେଇ ବିଧାନସଭାରେ ମଙ୍ଗଳବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଲିଖିତ ଉତ୍ତର ରଖିଛନ୍ତି।

ସାମପୁର ମୌଜାରେ ସର୍ବାଧିକ ୨୭ ଏକର ଜମି ଜବରଦଖଲ । ୧୬ଟି ଜବରଦଖଲ ମାମଲା ରୁଜୁ ହୋଇଥିବା ବେଳେ ଏହା ହାଇକୋର୍ଟରେ ବିଚାରଧୀନ ରହିଛି । ଗାଡକଣରେ ୨ ଏକର, ଚନ୍ଦ୍ରଶେଖରପୁରରେ ଦେଢ ଏକର ଜମି ଜବରଦଖଲରେ ରହିଛି ବୋଲି ମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+