ନଭେମ୍ବର ୨୧ରୁ ଆରମ୍ଭ ହେବ ଧାନ କିଣା; ୮୦ ଲକ୍ଷ ଟନ୍‌ ଧାନ କିଣିବାକୁ ଲକ୍ଷ୍ୟଧାର୍ଯ୍ୟ

ନଭେମ୍ବର ମାସ ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା । ଚଳିତ ଖରିଫ୍‌ ଋତୁ ପାଇଁ ୨୧ରୁ ଧାନ କିଣା ଆରମ୍ଭ । ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ନିଷ୍ପତ୍ତି।

ବରଗଡ଼ ଜିଲ୍ଲାରୁ ଧାନ କିଣା ଆରମ୍ଭ ନେଇ ନିଷ୍ପତ୍ତି। ଚଳିତ ବର୍ଷ ୮୦ ଲକ୍ଷ ଟନ୍‌ ଧାନ କିଣିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି।

Grain procurement

ସିଂଘମ ଫିଲ୍ମ ଡାଇଲଗ୍‌ ଶୁଣାଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉପଦେଶ ଦେଇଛନ୍ତି। ଯୋଗାଣ ସହାୟକ ବୈଠକରେ ସହାୟକ ମାନଙ୍କୁ ସିଙ୍ଘମ ଫିଲ୍ମ ଡାଇଲଗ୍‌ ଶୁଣାଇ ଯୋଗାଣ ମନ୍ତ୍ରୀ ମହିଛନ୍ତି, ଅଗର ପୋଲିସ ଚାହେଁଗା ତୋ ମନ୍ଦିର କେ ସାମ୍ନା ସେ ଏକ ଚପଲ ଭି ଚୋରି ନେହିଁ ହୋ ସକ୍ତା । ସେହିଭଳି ଅଗର ଆପ ଚାହେଁଙ୍ଗେ ତୋ ମଣ୍ଡି ମେ ଭ୍ରଷ୍ଟାଚାର ନେହିଁ ହୋଗା । ମନ୍ତ୍ରୀ କହିଛନ୍ତି, ଅନ୍ୟାୟ କରୁଥିବା ଓ ପ୍ରଶ୍ରୟ ଦେଉଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ। ବିଜେଡି ସରକାର ସମୟରେ ପୁଳା ପୁଳା ଦୁର୍ନୀତି ହେଉଥିଲା। ମୁଁ ଶପଥ ନେଇଛି, ଏହି ବିଭାଗକୁ ସ୍ବଚ୍ଛ କରିବି। ଧାନ କିଣା ବେଳେ ସ୍ବଚ୍ଛତା ରଖିବାକୁ ସହାୟକମାନଙ୍କୁ ପରାମର୍ଶ ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+