ସୁରକ୍ଷାକର୍ମୀଙ୍କ ବଡ ସଫଳତା; ସର୍ଚ୍ଚ ଅପରେସନ ବେଳେ ଠାବ ହେଲା ବନ୍ଧୁକ କାରଖାନା

ଛତିଶଗଡ଼ରେ ଜୋରଦାର ଚାଲଛି ମାଓ ଅପରେସନ୍। ମାଓଗଡ଼ ଭାଙ୍ଗିବାକୁ ସର୍ଚ୍ଚ ଅପରେସନ୍ କରୁଛନ୍ତି ଯବାନ । ଏହାରି ଭିତରେ ଓଡିଶା ଛତିଶଗଡ଼ ସୀମାରୁ ଆଉ ଏକ ବନ୍ଧୁକ ତିଆରି କାରଖାନା ଠାବ ହୋଇଛି । ସୁକୁମା ମାଲକାନଗିରି ସୀମାରୁ ବନ୍ଧୁକ ତିଆର କାରଖାନା ଠାବ କରିଛନ୍ତି ଯବାନ। ବନ୍ଧୁକ ତିଆରି ସାମଗ୍ରୀ ସହ ୨୧ଟି ଆଇଡି, ବିଜିଏଲ ବୋମା ଜବତ ।

gun factory

ଜେନେରେଟର, ୱେଲଡିଙ୍ଗ ମେଶିନ, ଲେଥ୍ ମେଶିନ ସାମଗ୍ରୀ ଜବତ ହୋଇଛି। ବନ୍ଧୁକ ତିଆରି ସରଂଜାମ ସହ ବିସ୍ଫୋରକ ସାମଗ୍ରୀ ମଧ୍ୟ ଜବତ କରାଯାଇଛି। ସୁକୁମା ଜିଲ୍ଲା ମେଟାଗୁଡା ଓ ଦୁଲେଡ ଜଂଗଲରେ କୁମ୍ବିଂ ଅପରେସନ୍‌ ବେଳେ କୋବ୍ରା ଓ ସିଆରପିଏଫ୍ ଯବାନ ଏହି ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+