ଆସିଲା ବଡ ଖବର; ଫେବୃଆରୀ ୧୩ରୁ ବିଧାନସଭା ଅଧିବେଶନ, ୧୭ ରୁ ବଜେଟ

ଫେବ୍ରୁଆରୀ ୧୭ ତାରିଖରେ ଆସିବ ଓଡ଼ିଶା ବଜେଟ୍ । ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ ଉପସ୍ଥାପନ କରିବେ ରାଜ୍ୟ ବଜେଟ୍ । ତେବେ ମିଳିଥିବା ସୂଚନା ମୁତାବକ, ଫେବ୍ରୁଆରୀ ୧୩ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ ।

budget session

ଯାହାକି ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ମୋଟ ୨୮ଟି କାର୍ଯ୍ୟ ଦିବସ ରହିଛି । ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଫେବ୍ରୁଆରୀ ୧୭ ତାରିଖରେ ଆସିବ ରାଜ୍ୟ ବଜେଟ୍ । ଯାହାକୁ ସାଢେ ଚାରି କୋଟି ଓଡ଼ିଆ ଅନେଇ ବସିଛନ୍ତି । ଖାସ୍ କରି ନୂଆ ବଜେଟରେ ଲୋକଙ୍କ ପାଇଁ କେଉଁ କେଉଁ ଯୋଜନା ଆରମ୍ଭ ହେବା ସହିତ, କେଉଁ ବିଭାଗ ପାଇଁ କେତେ ଅର୍ଥ ବ୍ୟୟ ବରାଦ କରାଯିବ, ତାହା ହିଁ ଗୁରୁତ୍ୱପୂର୍ଣ୍ଣ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+