ଆସିଲା ବଡ ଖବର; ସି.ଏମ୍‌. କିଷାନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତିକ୍ଷିତ ସି.ଏମ୍‌. କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରସ୍ଥିତ ତପସ୍ୱିନୀ ପେକ୍ଷାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରାଯାଇଛି।

C M Kisan Yojana

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନଙ୍କୁ ୯୨୫ କୋଟିରୁ ଊଦ୍ଧ୍ୱର୍ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ପ୍ରତ୍ୟକ୍ଷ ସୁବିଧା ହସ୍ତାନ୍ତର ମାଧ୍ୟମରେ ଏହି ସହାୟତା ରାଶି ହିତାଧିକାରୀଙ୍କ ବ୍ୟାଙ୍କ୍‌ଖାତାରେ ଜମା କରାଯିବ।

ମୁଖ୍ୟମନ୍ତ୍ରୀ ଏହି ଅବସରରେ ସି.ଏମ୍‌. କିଷାନ ପୋର୍ଟାଲ୍‌ ସହ କୃଷକ ଓଡ଼ିଶା ୟୁନିଫାଏଡ଼୍‌ ପୋର୍ଟାଲ୍‌ର ମଧ୍ୟ ଉନ୍ମୋଚନ କରିଛନ୍ତି। ଏହି ପୋର୍ଟାଲ ଅଧୀନରେ ସି.ଏମ୍‌. କିଷାନ୍‌ ସି.ଏମ୍‌. କିଷାନ୍‌ ଓ ପି.ଏମ୍‌. କିଷାନ ଯୋଜନାରେ ନୂଆ ହିତାଧିକାରୀଙ୍କ ନାମ ପଞ୍ଜୀକରଣ କରାଯାଇପାରିବ । ଏହାଛଡ଼ା ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ୍‌ କରିବାପାଇଁ ପି.ଏମ୍‌. କିଷାନ ଯୋଜନାର ସ୍ୱତନ୍ତ୍ର ଅଭିଯାନ ଆଜିଠାରୁ ଆରମ୍ଭ ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+