ଆସିଲା ବଡ ଖବର; କର୍ତ୍ତବ୍ୟ ପଥରେ ଗଡ଼ିବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼, ତାଲିକାରୁ ପଡିଲା ବାଦ

ଏଥର କର୍ତ୍ତବ୍ୟ ପଥରେ ଗଡ଼ିବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ଭାରତର ସରକାରଙ୍କ ତରଫରୁ ପ୍ରକାଶିତ ତାଲିକାରୁ ବାଦ ପଡ଼ିଛି । କର୍ତ୍ତବ୍ୟପଥରେ ସାମିଲ ନହୋଇ ଭାରତ ପର୍ବରେ ପ୍ରଦର୍ଶିତ ହେବ ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ଗତବର୍ଷ କର୍ତ୍ତବ୍ୟପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ଗଡ଼ିବା ସହ ପ୍ରଥମ ପୁରସ୍କାର ହାସଲ କରିଥିଲା ।

pragyapn medha

ଐତିହ୍ୟଗ୍ରାମ ରଘୁରାଜପୁର ହସ୍ତକଳାକୁ ନେଇ ପ୍ରଦର୍ଶିତ ହୋଇଥିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ଏହାସହ ପଟ୍ଟଚିତ୍ର ସହିତ ହସ୍ତଶିଳ୍ପ ଏବଂ କୁଟୀର ଶିଳ୍ପକୁ ପ୍ରଜ୍ଞାପନ ମେଢରେ ଦର୍ଶାଯାଇଥିଲା । ଯାହାକୁ ମିଳିଥିଲା ଖୁବ ପ୍ରଶଂସା । ବିଶେଷକରି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଓଡ଼ିଶା ପ୍ରଜ୍ଞାପନ ମେଢ଼କୁ ଖୁବ ପ୍ରଶଂସା କରିଥିଲେ । ଚଳିତ ଥର ୧୫ଟି ରାଜ୍ୟର ପ୍ରଜ୍ଞାପନ ମେଢ଼କୁ କର୍ତ୍ତବ୍ୟପଥରେ ଗଡ଼ିବା ପାଇଁ ମିଳିଛି ଅନୁମତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+