ଆସିଲା ବଡ ଖବର; ଏହି ଦୁଇ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ନଭେମ୍ବର ୪ ଓ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ତାରିଖ (ସୋମବାର) ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।

janabhijogshunani

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ମିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+