ଓଡିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ ; ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର
ଓଡିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ । ସୂଚନା ଦେଲେ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ସରକାର ଜମି ଓ ବର୍ଜ୍ୟ ଯୋଗାଇବେ, କମ୍ପାନୀ ତାଙ୍କର ପ୍ଲାଣ୍ଟ୍ ତିଆରି କରିବ । ଟ୍ୱିନ୍ ସିଟିରେ ପ୍ରାଥମିକ ସ୍ତରରେ ପ୍ଲାଣ୍ଟ୍ ହେବ- କୃଷ୍ଣ ଚନ୍ଦ୍ର ମହାପାତ୍ର । ପରେ ପରେ ମ୍ୟୁନିସିପାଲଟି କର୍ପୋରେସନରେ ଏହାକୁ କରାଯିବ । ଖୁବଶୀଘ୍ର ବିଭାଗୀୟ ବୈଠକ ବସିବ ଓ ତ୍ୱରିତ ଦିଗରେ କାର୍ଯ୍ୟ ଆଗକୁ ବଢିବ ।













Click it and Unblock the Notifications