ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବ ବାଧ୍ୟତାମୂଳକ ନୁହେଁ, ପରିବହନ ମନ୍ତ୍ରୀ

ଗ୍ରୀନ ଷ୍ଟିକର ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବା ବାଧ୍ୟତାମୂଳକ ନୁହେଁ ବୋଲି କହିଲେ ପରିବହନ ମନ୍ତ୍ରୀ । ବିଭୂତି ଭୂଷଣ ଜେନାଙ୍କ କହିବା ଅନୁସାରେ, ଏହି ମାସରେ ସମସ୍ତ ଆରଟିଓକୁ ପର୍ଯ୍ୟାପ୍ତ ପରିମାଣର ଗ୍ରୀନ ଷ୍ଟିକର ଦିଆଯିବ । ଗ୍ରୀନ ଷ୍ଟିକର କେବଳ ଏକ ସୂଚକ, କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ଏଥିପାଇଁ କୌଣସି ଅତ୍ୟଧିକ ବୋଢ ନେବାର ଆବଶ୍ୟକତା ନାହିଁ ।

Transport Minister

ତେବେ ପୂର୍ବରୁ ଏକ ଗୁଜବ ରହିଥିଲା ଯେ, ଗାଡ଼ିରେ ଗ୍ରୀନ ଷ୍ଟିକର ନଲଗାଇଲେ ତେଲ ମିଳିବ ନାହିଁ । କିନ୍ତୁ ଏହାକୁ ମନ୍ତ୍ରୀ ଖଣ୍ଡନ କରି ଗୁଜବ କହିଛନ୍ତି । ଯେଉଁମାନଙ୍କର ପଲ୍ୟୁସନ ସାର୍ଟିଫିକେଟ ରହିଛି ସେମାନେ ଏହି ଗ୍ରୀନ ଷ୍ଟିକର ଆରଟିଓରୁ ନେଇପାରିବେ । ତେବେ ଯେଉଁମାନେ ୧୦ ତାରିଖ ପରେ ପଲ୍ୟୁସନ ସାର୍ଟିଫିକେଟ କରିବେ ସେମାନଙ୍କୁ ପିୟୁସିସି ସେଣ୍ଟରରେ ଗ୍ରୀନ ଷ୍ଟିକର ମିଳିବ । ତେବେ ଗ୍ରୀନ ଷ୍ଟିକର ଦିଆଯିବା ପୂର୍ବରୁ ପଲ୍ୟୁସନ ସାର୍ଟିଫିକେଟ, ଆରସି ତଥା ଗାଡ଼ିର ସମସ୍ତ କାଗଜପତ୍ର ଯାଞ୍ଚ କରାଯିବ । ତେବେ ଆରଟିଓ ଅଫିସ ଯାଇ ଗ୍ରୀନ ଷ୍ଟିକର ଆଣିବା ସମୟରେ ଅରିଜିନାଲ ପିୟୁସିସି କପି, ଆରସି ଏବଂ ପରିଚୟ ପତ୍ର ଦେଖାଇବାକୁ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+