ରାଜ୍ୟର ସମସ୍ତ ହସ୍ପିଟାଲ ପାଇଁ ଜାରି ହେଲା ଗାଇଡଲାଇନ୍
କରୋନା ପାଇଁ ସାରା ରାଜ୍ୟରେ କଟକଣାକୁ କଡାକଡି କରାଯାଇଛି। ସଂକ୍ରମଣ କମାଇବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ହସ୍ପିଟାଲ ପାଇଁ ଗାଇଡଲାଇନ୍ ଜାରି କରାଯାଇଛି।
ଭୁବନେଶ୍ୱର: କରୋନା ପାଇଁ ସାରା ରାଜ୍ୟରେ କଟକଣାକୁ କଡାକଡି କରାଯାଇଛି। ସଂକ୍ରମଣ କମାଇବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ହସ୍ପିଟାଲ ପାଇଁ ଗାଇଡଲାଇନ୍ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ଉଭୟ ସରକାରୀ ଏବଂ ଘରୋଇ ହସ୍ପିଟାଲ ପାଇଁ ନିୟମାବଳୀ ଜାରି ହୋଇଛି।

ମେଡିକାଲରେ ଯେପରି ସବୁ ପ୍ରକାରର ସଚେତନତା ରହିବ ସେନେଇ କଡା ତାଗିଦ୍ କରିଛନ୍ତି ସରକାର। ଗାଇଡ୍ ଲାଇନ୍ ଅନୁସାରେ ପ୍ରତ୍ୟେକ ହସ୍ପିଟାଲରେ ଜ୍ୱର ଏବଂ ଆଇସୋଲେସନ୍ କ୍ଲିନିକ୍ ସରକାର କରିବାକୁ ନିର୍ଦ୍ଦେଶ ହୋଇଛି। ଏଥିସହିତ ହସ୍ପିଟାଲକୁ ଆସୁଥିବା ସମସ୍ତ ଲୋକଙ୍କର ସ୍କ୍ରିନିଂ କରାଯିବ। ହାତଧୋଇବା ପାଇଁ ପର୍ଯ୍ୟାପ୍ତ ପରିମାଣର ସାନିଟାଇଜର୍ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
ହସ୍ପିଟାଲର ଯଦି କୌଣସି ସେକ୍ସନରୁ ସଂକ୍ରମିତ ବାହାରନ୍ତି ତେବେ ତାକୁ ତୁରନ୍ତ ବନ୍ଦ କରାଯିବ। ସେହି ସେକ୍ସନରୁ ରୋଗୀଙ୍କୁ ଅଲଗା ସ୍ଥାନରେ ରଖିବାକୁ ବ୍ୟବସ୍ଥା କରାଯିବ ଏବଂ ରୁମକୁ ଖାଲି କରାଯିବ। ଏଥିସହିତ ଉକ୍ତ ରୁମକୁ ଖାଲି କରି ସାନିଟାଇଜ୍ କରାଯିବାର ୨୪ ଘଣ୍ଟା ବନ୍ଦ କରାଯିବ ବୋଲି ନିର୍ଦ୍ଦେଶ ରହିଛି।
-
ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିୟା, ଗ୍ରାଣ୍ଡ ୱେଡିଂରେ ସାମିଲ ହେଲେ.... -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଇରାନକୁ ସହର୍ଯ୍ୟା କରୁଛନ୍ତି ଚାଇନା ଓ ଋଷ ! ବଡ କଥା କହିଦେଲେ ବୈଦେଶିକ ମନ୍ତ୍ରୀ -
ମଧ୍ୟପ୍ରାଚ୍ୟ ମହାଯୁଦ୍ଧ ଭିତରେ ଭାରତ ପାଇଁ ବଡ଼ ଆଶ୍ୱସ୍ତି, କେବଳ ଏହି ସବୁ ଦେଶ ପାଇଁ ବନ୍ଦ ରହିବ ହର୍ମୁଜ ଜଳପଥ -
ଆମେରିକା ପାଇଁ ମହଙ୍ଗା ପଡୁଛି ଇରାନ ସହ ଯୁଦ୍ଧ; ୩୧ ହଜାର କୋଟିର ଖର୍ଚ୍ଚ -
ଦ୍ଧ ଭିତର ମିନିଟ୍ମ୍ୟାନ୍-୩ କ୍ଷେପଣାସ୍ତ୍ର ପରୀକ୍ଷଣ, ହିରୋସୀମାଠାରୁ କରିପାରେ.... -
ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ.... -
ଆପଣ ବି ଖାଦ୍ୟ ଖାଇବାର ତୁରନ୍ତ ପରେ ପାଣି ପିଉଛନ୍ତି କି? ଜାଣନ୍ତୁ..... -
ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର -
ପାଇଲ୍ସ ସର୍ଜରୀ ପରେ ମିଳିଲାନି ଛୁଟି: ବରିଷ୍ଠ ଅଧିକାରୀଙ୍କ ଆଗରେ ପ୍ୟାଣ୍ଟ ଖୋଲିଦେଲେ ଲୋକୋ ପାଇଲଟ -
ରବିବାର ମହାମୁକାବିଲା; ବିଶ୍ବକପ୍ ଫାଇନାଲ୍ରେ ଭାରତ-ନ୍ୟୁଜିଲାଣ୍ଡ












Click it and Unblock the Notifications