ଖୋଲିବ ଗୁଣ୍ଡିଚା ମନ୍ଦିର, ମହାପ୍ରଭୁଙ୍କ ଜନ୍ମସ୍ଥଳୀ ଦେଖିପାରିବେ ଶ୍ରଦ୍ଧାଳୁ

ପୁରୀ: ଖୋଲିବ ଗୁଣ୍ଡିଚା ମନ୍ଦିର, ମହାପ୍ରଭୁଙ୍କ ଜନ୍ମସ୍ଥଳୀ ଦେଖିପାରିବେ ଶ୍ରଦ୍ଧାଳୁ । ଏନେଇ ସୂଚନା ଦେଲେ ପୌରସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ।
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳଙ୍କ ସହ ସମୀକ୍ଷା ପରେ ସୂଚନା। ସକାଳୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ପ୍ରବେଶ କରିପାରିବେ । ୨୦ ଜଣ ଜେଟିପି ସ୍କ୍ବାଡ୍‌ ଜଗିବେ, ମନ୍ଦିର ଚତୁଃପାର୍ଶ୍ବ ସଫା କରାଯିବ । ସମସ୍ତ ଦୋକାନ ଉଚ୍ଛେଦ କରାଯିବ କହିଲେ କାର୍ଯ୍ୟନିର୍ବାହୀ ଅଧିକାରୀ ।

Gundicha Temple to open devotees can see Mahaprabhu s birthplace
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+