ରଙ୍ଗର ପର୍ବ ହୋଲି, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ହୋଲି ଏବଂ ଅନ୍ତର୍ଜାତୀୟ ମହିଳା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ।

Naveen patnaik

ଭୁବନେଶ୍ୱର: ଆଜି ରଙ୍ଗର ପର୍ବ ହୋଲି । ସାରା ଦେଶ ପାଳନ କରୁଛି ହୋଲିର ଉତ୍ସବ । ଗାଁଠୁ ସହର ସବୁଠି ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭେଚ୍ଛା ଜଣାଉଛନ୍ତି ଲୋକେ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ହୋଲି ଏବଂ ଅନ୍ତର୍ଜାତୀୟ ମହିଳା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ଟ୍ୱିଟ୍ କରି ଲେଖିଛନ୍ତି, ରଙ୍ଗ ଓ ଆନନ୍ଦର ପବିତ୍ର ପର୍ବ ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ରାଧାଗୋବିନ୍ଦଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଟ୍ୱିଟ୍ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟରେ କରି ଲେଖିଛନ୍ତି, ସମସ୍ତଙ୍କ ଜୀବନରେ ଖୁସି ଏବଂ ଉଲ୍ଲାସ ଖେଳିଯାଉ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+