ବଡ ଘୋଷଣା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ ; କହିଲେ ୫୨୪୮ MBBS ଡାକ୍ତର ଓ ୧୨୬ ଦନ୍ତ ଚିକିତ୍ସକ ନିଯୁକ୍ତି ହେବେ

ଚଳିତ ବର୍ଷ ଖାଲିଥିବା ୫୨୪୮ ଏମବିବିଏସ ଡାକ୍ତର ପଦବୀ ପୂରଣ ନିମନ୍ତେ ଲୋକସେବା ଆୟୋଗକୁ ଅନୁରୋଧ କରାଯାଇଛି | ଠିକ୍ ସେହିପରି ୧୨୬ଟି ଦନ୍ତ ଚିକିତ୍ସକଙ୍କୁ ନିଯୁକ୍ତି ନିମନ୍ତେ ଆୟୋଗକୁ ସୁପାରିଶ କରାଯାଇଛି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ । ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଆହୁରି ସୂଚନା ଦେଇଛନ୍ତି ଯେ ସବୁ ଜିଲ୍ଲାହସ୍ପିଟାଲରେ ଡେ କେୟାର ସେଣ୍ଟର ଓ କେମୋଥେରାପି ବ୍ୟବସ୍ଥା କରାଯିବ। ସାଟେଲାଇଟ ସେଣ୍ଟରର ଉଦ୍ଦେଶ୍ୟ ହେଉଛି, ଯେଉଁ ପୁରୁଣା ଭିତ୍ତିଭୂମି ଅଛି, ତାହା ବ୍ୟବହାର କରିବା ସହ ପ୍ରାଥମିକ ସ୍ୱାସ୍ଥ୍ୟ ସେବା ଯୋଗାଇବା ।

mukesh mahaling

ଭଦ୍ରକ, ଝାରସୁଗୁଡା, ଢେଙ୍କାନାଳ, କେନ୍ଦ୍ରାପଡ଼ା, ସୁବର୍ଣ୍ଣପୁର, ଦେବଗଡ଼, କଳାହାଣ୍ଡି, ଯାଜପୁର ଓ ବୌଦ୍ଧରେ ସାଟେଲାଇଟ ସେଣ୍ଟର ଖୋଲିବାକୁ ପ୍ରସ୍ତାବ ଆସିଛି। ସାଟେଲାଇଟ ସେଣ୍ଟରରେ ଦଶଟି ଅବଜରଭେସନ ବେଡ଼ ରହିବ । ଜିଲ୍ଲା ହସ୍ପିଟାଲକୁ ରୋଗୀ ସ୍ଥାନାନ୍ତର ଲାଗି କ୍ୟାମ୍ପସରେ ୨୪ଘଣ୍ଟା ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯିବ ।

ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଆହୁରି ସୂଚନା ଦେଇଛନ୍ତି ଯେ ସବୁ ଜିଲ୍ଲାହସ୍ପିଟାଲରେ ଡେ କେୟାର ସେଣ୍ଟର ଓ କେମୋଥେରାପି ବ୍ୟବସ୍ଥା କରାଯିବ । ସାଟେଲାଇଟ ସେଣ୍ଟରର ଉଦ୍ଦେଶ୍ୟ ହେଉଛି, ଯେଉଁ ପୁରୁଣା ଭିତ୍ତିଭୂମି ଅଛି, ତାହା ବ୍ୟବହାର କରିବା ସହ ପ୍ରାଥମିକ ସ୍ୱାସ୍ଥ୍ୟ ସେବା ଯୋଗାଇବା | ଭଦ୍ରକ, ଝାରସୁଗୁଡା, ଢେଙ୍କାନାଳ, କେନ୍ଦ୍ରାପଡ଼ା, ସୁବର୍ଣ୍ଣପୁର, ଦେବଗଡ଼, କଳାହାଣ୍ଡି, ଯାଜପୁର ଓ ବୌଦ୍ଧରେ ସାଟେଲାଇଟ ସେଣ୍ଟର ଖୋଲିବାକୁ ପ୍ରସ୍ତାବ ଆସିଛି । ସାଟେଲାଇଟ ସେଣ୍ଟରରେ ଦଶଟି ଅବଜରଭେସନ ବେଡ଼ ରହିବ। ଜିଲ୍ଲା ହସ୍ପିଟାଲକୁ ରୋଗୀ ସ୍ଥାନାନ୍ତର ଲାଗି କ୍ୟାମ୍ପସରେ ୨୪ଘଣ୍ଟା ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+