Get Updates
Get notified of breaking news, exclusive insights, and must-see stories!

ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା: ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ

ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା । ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ । ଏନେଇ ମୋହନ ସରକାର ପୂର୍ବରୁ ଘୋଷଣା କରିସାରିଛନ୍ତି । ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ଗୋଟିଏ କାର୍ଡ ଜାରି ହେବ । ଆକଳନ ଅନୁଯାୟୀ ସାଢେ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ ।

ଆୟୁଷ୍ମାନ ଭାରତ ଭଳି ରାଜ୍ୟରେ ୭୦ ବର୍ଷରୁ ଊର୍ଦ୍ଧ୍ୱ ସୁବିଧା ପାଇବେ। ରାସନ କାର୍ଡ ପାଇଁ ଇ-କଓ୍ବୋଇସି ଚାଲିଛି। ସରିବା ପରେ ସଂଖ୍ୟା ଜଣାପଡିବ। BSKY ଯୋଜନାରେ ୯୫୭ ହସ୍ପିଟାଲରେ ସୁବିଧା ମିଳୁଥିଲା । ଏଣିକି ୨୭ ହଜାରରୁ ଊର୍ଦ୍ଧ୍ୱ ଅନୁବନ୍ଧିତ ହସ୍ପିଟାଲରେ ସୁବିଧା ମିଳିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।

Mukesh Mahaling

ଚଳିତ ବଜେଟରେ ବିଜେଡି ସରକାରର ବହୁଚର୍ଚ୍ଚିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନାଁ ପରିବର୍ତ୍ତନ ହୋଇ 'ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା' କରାଯାଇଛି । ସେହିପରି ବିଜୁ ସେତୁର ନାଁ ବଦଳାଇ 'ସେତୁ ବନ୍ଧନ' ଯୋଜନା, ମୋ ସ୍କୁଲର ନାଁ ବଦଳାଇ 'ପଞ୍ଚସଖା ଶିକ୍ଷା ସେତୁ ଯୋଜନା', ଲକ୍ଷ୍ମୀ ଯୋଜନାର ନାଁ 'ଗ୍ରାମାଞ୍ଚଳ ପରିବହନ' ଯୋଜନା, ଆମ ଓ ନବୀନ ଓ ନାଁ ବଦଳାଇ 'ବିକଶିତ ଗାଁ ବିକଶିତ ଓ କାଳିଆ ଯୋଜନାର ନାଁ ବଦଳାଇ 'ସିଏମ-କିଷାନ' ଯୋଜନା, ବିଜୁ ପକ୍କାଘର ଯୋଜନା ପରିବର୍ତ୍ତେ 'ଅନ୍ତ୍ୟୋଦୟ ଗୃହ ଯୋଜନା' କରାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+