ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ୍‌ରେ ସ୍ବାସ୍ଥ୍ୟମନ୍ତ୍ରୀ, ସ୍ଥିତି କରିବେ ଅନୁଧ୍ୟାନ

ଇଞ୍ଜେକ୍ସନ୍ ନେଇ ୬ ରୋଗୀଙ୍କ ମୃତ୍ୟୁ ଘଟଣା । ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ୍‌ରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସହ ବରିଷ୍ଠ ଅଧିକାରୀ ସାମିଲ୍।

mukesh mahaling

ନର୍ସଙ୍କ ଭୁଲ ଇଞ୍ଜେକସନରୁ ୬ ରୋଗୀଙ୍କ ମୃତ୍ୟ ହୋଇଥିବା ନେଇ ପରିବାର ଲୋକ ଅଭିଯୋଗ କରିଛନ୍ତି । ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆଜି ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଡିଏମଇଟି ଘଟଣାର ତଦନ୍ତ ପାଇଁ ବିଶେଷଜ୍ଞ କମିଟି ଗଠନ କରିଛନ୍ତି । ତଦନ୍ତ ସରିବା ପରେ ବ୍ୟବଚ୍ଛେଦ ରିପୋର୍ଟ ସହ ମେଳ କରାଯିବ । ଏହାପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ରାତିରେ ନର୍ସଙ୍କ ଭୁଲ ଇଞ୍ଜେକ୍ସନ ଯୋଗୁଁ ଏଭଳି ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ । ମେଡିକାଲ ଡିନ କିନ୍ତୁ ଭୁଲ ଇଞ୍ଜେକ୍ସନ କଥାକୁ ଖଣ୍ଡନ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+