ଆସନ୍ତା ୭ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଆସନ୍ତା ୭ ତାରିଖ ସୋମବାରରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୟୁନିଟ୍-୫ ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ ।

cm

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଏବଂ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+