Get Updates
Get notified of breaking news, exclusive insights, and must-see stories!

୨୩ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଆସନ୍ତା ୨୩ ତାରିଖରେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସପ୍ତଦଶ ବିଧାନସଭାର ଷଷ୍ଠ ଅଧିବେଶନ ଚାଲୁଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ବିଧାନସଭା ଅଧିବେଶନ ଚାଲୁଥିବାରୁ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀ ଗଣ ବ୍ୟସ୍ତ ଥିବାରୁ ଶୁଶାଣିକୁ ସ୍ଥଗିତ ରଖାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ଖବରକାଗଜ ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ସୂଚନା ଦିଆଯିବ ବୋଲି ବିଭାଗ ସୂଚନା ଦେଇଛି ।

Hearing
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+