ମହାନଦୀ ଜଳ ବିବାଦର ଶୁଣାଣି ; ଓଡ଼ିଶା ପାଇଁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ
ମହାନଦୀ ଟ୍ରିବ୍ୟୁନାଲ୍ରେ ମହାନଦୀ ଜଳ ବିବାଦର ଶୁଣାଣି । ଓଡ଼ିଶା ପାଇଁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ। ଟ୍ରିବ୍ୟୁନାଲ୍ରେ ପକ୍ଷ ରଖିବା ପରେ AG ପୀତାମ୍ବରଙ୍କ ପ୍ରତିକ୍ରିୟା। ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଆପୋସ ବୁଝାମଣା ଚାଲିଥିବା ଜଣାଇଲୁ। ଅକ୍ଟୋବର ୧୧ ସୁଦ୍ଧା ବୁଝାମଣାର ଅଗ୍ରଗତି ଜଣାଇବାକୁ ଟ୍ରିବ୍ୟୁନାଲ୍ କହିଛନ୍ତି ।













Click it and Unblock the Notifications