ରାଜ୍ୟରେ ବଢିବ ତାତି; ୬ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଲା SRC

ରାଜ୍ୟରେ ବଢିବ ତାତି । ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାତି । ପ୍ରଚଣ୍ଡ ରୌଦ୍ର ତାପ ନେଇ ସତର୍କ କରାଇଲା SRCଙ୍କ ଅଫିସ୍ । ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ତାପମାତ୍ରା ବଢ଼ିବା ସମ୍ଭାବନା ।ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲ୍ଲାର ଜିଲାପାଳଙ୍କ ପାଇଁ ସତର୍କତା ଜାରି ।

SRC

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୫ ଦିନରେ ତାପମାତ୍ରା ୪୦ ଛୁଇଁବା ପୂର୍ବାନୁମାନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+