ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ ହିଟ୍ ୱେଭ୍ !
Odisha Weather: ଅସହ୍ୟ ଗରମ ଏବଂ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ ହିଟ୍ ୱେଭ୍ ସ୍ଥିତି ରହିବ । ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ମେ ୯ ତାରିଖ ପର୍ଯ୍ୟନ୍ତ ଏପରି ତାତିର ପ୍ରଭାବ ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ପଶ୍ଚିମ ଓଡ଼ିଶାର କିଛି କିଛି ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଟପିବାର ଆଶଙ୍କାର ରହିଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଆଜିଠୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ, ଯେଉଁଥି ପାଇଁ ଅନେକ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦ୍ରପଡ଼ା, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବୌଦ୍ଧ, ନୂଆପଡ଼ା ଆଦି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି ସେହିପରି ୧୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସୂଚନା ଅନୁସାରେ, ୨୯ ଏବଂ ୩୦ ତାରିଖ ରାଜ୍ୟରେ ଅସହ୍ୟ ଗରମ ହେବ । ଯେଉଁଥି ପାଇଁ ୮ ଜିଲ୍ଲାରୁ ରେଡ୍ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications