ଦିନରେ ଜଳୁଛି ରାଜଧାନୀ, ହେଲେ ଭୋରୁ ଭୋରୁ ଦେଖାଯାଉନି ରାସ୍ତା
ଦିନ ତମାମ ତାପମାତ୍ରା 40 ଉପରେ ପାରଦ ଛୁଉଁଥିବା ବେଳେ ସକଳା ପ୍ରଥମ ସୂର୍ଯାଲୋକ ପଡିବା ପୂର୍ବରୁ ରାଜଧାନୀର ରାଜରାସ୍ତା ଦେଖାଯାଉନି । ରବିବାର ସକାଳେ ରାଜଧାନୀ ଭୁବନେଶ୍ବରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା ।
ଭୁବନେଶ୍ବର: ଦିନରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ବଡି ଭୋରୁ ରାଜଧାନୀରେ ଦେଖିବାକୁ ମିଳୁଛି ଧଳା ଚାଦରର ଆସ୍ତରଣ । ଦିନ ତମାମ ତାପମାତ୍ରା 40 ଉପରେ ପାରଦ ଛୁଉଁଥିବା ବେଳେ ସକଳା ପ୍ରଥମ ସୂର୍ଯାଲୋକ ପଡିବା ପୂର୍ବରୁ ରାଜଧାନୀର ରାଜରାସ୍ତା ଦେଖାଯାଉନି । ରବିବାର ସକାଳେ ରାଜଧାନୀ ଭୁବନେଶ୍ବରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା ।

ଗତକାଲି ଶନିବାର ରାଜଧାନୀ ଭୁବନେଶ୍ୱର ଦେଶର ଉତ୍ତପ୍ତ ସହର ପାଲଟିଥିଲା । ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ଥିଲା ୪୦.୪ ଡିଗ୍ରୀ । ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଗାମୀ ୫ ଦିନ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବ । ତାପମାତ୍ରାରେ ଆଗାମୀ ୪ରୁ ୫ ଦିନ ଯାଏ ସେଭଳି କିଛି ପରିବର୍ତ୍ତନ ହେବ ନାହିଁ । ଦିନବେଳର ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରୀ ଅଧିକ ରହିବ ।
More From
-
ମଧ୍ୟପ୍ରାଚ୍ୟ ଦେଶଗୁଡ଼ିକୁ ଜେଲେନସ୍କିଙ୍କ ପ୍ରସ୍ତାବ, ରୁଷକୁ ଅସ୍ତ୍ରବିରତି ପାଇଁ ରାଜି କରାଅ, ଇରାନୀ ଡ୍ରୋନ୍ ଆକ୍ରମଣରୁ ..... -
ଇରାନର ଡ୍ରୋନ୍ ଶକ୍ତି ଦେଖି ଆମେରିକା ଆଶ୍ଚର୍ଯ୍ୟ -
ବିଶ୍ୱର ପ୍ରଥମ ମହିଳା ଭାବେ ଜାତିସଂଘ ସୁରକ୍ଷା ପରିଷଦ ବୈଠକରେ ଅଧ୍ୟକ୍ଷତା କଲେ ମେଲାନିଆ ଟ୍ରମ୍ପ -
ବାବା ଭେଙ୍ଗାଙ୍କ ତୃତୀୟ ବିଶ୍ୱଯୁଦ୍ଧ ବିଷୟରେ ଭବିଷ୍ୟବାଣୀ, ସୋସିଆଲ ମିଡ଼ିଆରେ ଆତଙ୍କ -
ପୁଣି ଥରେ ଭାରତକୁ ସାହାଯ୍ୟର ହାତ ବଢାଇଛି ଋଷିଆ, ସାରା ବିଶ୍ବରେ.... -
ଆଜି ବର୍ଷର ପ୍ରଥମ ଚନ୍ଦ୍ର ଗହଣ: ସକାଳ ୬ଟା ୨୦ରୁ ପାକ ତ୍ୟାଗ, ସନ୍ଧ୍ୟା ୬ଟା ୪୭ ପରେ.... -
ଆମେରିକୀୟଙ୍କୁ ୧୪ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଜାରି -
ମଧ୍ୟପାଚ୍ୟରେ ମହାଯୁଦ୍ଧ;ଫ୍ରାନ୍ସ ରାଷ୍ଟ୍ରପତିଙ୍କ ବଡ଼ ଘୋଷଣା, ୩୦୦ ପରମାଣୁ ବୋମାରେ ସନ୍ତୁଷ୍ଟ ନୁହେଁ,ନିଜର ବୃଦ୍ଧି କରିବ -
ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଇଂଲଣ୍ଡର ବଡ଼ ନିଷ୍ପତ୍ତି, ବାତିଲ କଲା ଗସ୍ତ -
ମସ୍ତଙ୍କ ହୃଦୟ ଜିତୁଛନ୍ତି ବିଜୟ-ରଶ୍ମିକା, ଏବେ ୪୪ଟି ସରକାରୀ ସ୍କୁଲ ପାଇଁ... -
ଦିଲ୍ଲୀପଙ୍କୁ ସମର୍ଥନ ଦେବ ବିଜେପି -
ମୋ ପାଇଁ ସରପ୍ରାଇଜ, ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ଏମିତି କହିଲେ ସୁଜିତ କୁମାର












Click it and Unblock the Notifications