ଆସନ୍ତା ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା; ୧୨ ଘଣ୍ଟାରେ ଲଘୁଚାପ ସୃଷ୍ଟି, ୨୪ ଘଣ୍ଟାରେ ଅବପାତ !

ଆସନ୍ତା ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ ସୃଷ୍ଟି । ୨୪ ଘଣ୍ଟାରେ ଅବପାତ। କାଲିଠାରୁ ଆରମ୍ଭ ହୋଇପାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା । ୩୦ରୁ ୪୦ କିଲୋମିଟର ବେଗରେ ପବନ ହେବା ଆଶଙ୍କା । ଏବେଠାରୁ ଭୟଭୀତ ହେବାର କୌଣସି କାରଣ ନାହିଁ ।

Heavy rain expected
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+