ଆସନ୍ତାକାଲି ଏହି ଜିଲ୍ଲାରେ ପ୍ରବଳ ବର୍ଷା!

ସାରା ରାଜ୍ୟରେ ଗୁରୁବାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ତେବେ ଶୁକ୍ରବାର ୩ ଜିଲା କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Heavy rain in this district tomorrow

ବର୍ଷା ଓ ବଜ୍ରପାତ ପାଇଁ ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ୧୭ ଜିଲା ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ଘଡ଼ଘଡ଼ି ଓ ବିଜୁଳି ଭୟ ରହିଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+