ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା; ବନ୍ୟା ଓ ଭୂସ୍ଖଳନ
ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା। ବନ୍ୟା ଓ ଭୂସ୍ଖଳନରେ ଦୁଇଜଣ ନିଖୋଜ ହୋଇଯାଇଛନ୍ତି । ଡେରାଡୁନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗିରହିଥିବାରୁ ସହସ୍ତ୍ରଧାରା ଅଞ୍ଚଳରେ ଭୂସ୍ଖଳନ ହୋଇଛି । ଏଥିରେ ଦୁଇଜଣ ନିଖୋଜ ହୋଇଯାଇଛନ୍ତି ।

ଏସ୍ଡିଆର୍ଏଫ୍ ଓ ଏନ୍ଡିଆର୍ଏଫ ପହଞ୍ଚି ଉଦ୍ଧାର ଅଭିଯାନ ଆରମ୍ଭ କରିଛନ୍ତି। ଅଞ୍ଚଳରେ ସତର୍କତା ଜାରି କରାଯାଇଛି । ପ୍ରବଳ ବର୍ଷା ଯୋଗୁଁ କାର୍ ଧୋଇ ଯାଇଥିବା ବେଳେ କିଛି ଦୋକାନଘର ବି ଭାସି ଯାଇଛି । ସୋମବାର ବିଳମ୍ବିତ ରାତିରେ ବାଦଲଫଟା ବର୍ଷା ହୋଇଥିବା ବେଳେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି । ପ୍ରବଳ ବର୍ଷା ଯୋଗୁଁ ଟପକେଶ୍ବର ମହାଦେବ ମନ୍ଦିରରେ ପାଣି ଭରିରହିଛି। ତମ୍ସା ନଦୀରେ ଜଳସ୍ତର ବଢ଼ିବା ଯୋଗୁଁ ମନ୍ଦିର ପାଣିରେ ବୁଡ଼ି ରହିଛି ।
More From
-
ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ -
ପଛକୁ ହଟିଲେ ଟ୍ରମ୍ପ: ୨ ସପ୍ତାହ ପାଇଁ ଯୁଦ୍ଧ ବିରାମ କରିବାକୁ ରାଜି ହେଲେ ଆମେରିକା-ଇରାନ -
ଆଜିଠୁ ମା' ତାରିଣୀଙ୍କ ଚଇତି ପର୍ବ, ସୁନାବେଶରେ ଦର୍ଶନ ଦେଉଛନ୍ତି ମାଆ -
ଓଡ଼ିଆ ପକ୍ଷ : ଶିଶୁକଥା ଦିବସରେ ୧୮,୦୦୦ ବର୍ଣ୍ଣବୋଧ ଓ ଶିଶୁଲେଖା ପୁସ୍ତକ ବଣ୍ଟନ -
ଜୁନିଅର ରେଭେନ୍ୟୁ ଆସିଷ୍ଟାଣ୍ଟ୍ ପଦବୀରେ ହେବ ନିଯୁକ୍ତି, ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ -
ଘୋଷିତ ବିଦ୍ୟୁତ କାଟ୍ ନେଇ ମୁଖ୍ୟମନ୍ତ୍ରୀଙ୍କ ଚରମବାଣୀ, ଲାଇନ୍ କାଟିଲେ ଯାଇପାରନ୍ତି ଜେଲ୍ -
ପାକିସ୍ତାନ ବିଶ୍ୱାସଯୋଗ୍ୟ ନୁହେଁ : ଯୁଦ୍ଧ ଭିତରେ ଇସ୍ରାଏଲ ଓ ଇରାନ ମୁହଁରେ ଭାରତର ପ୍ରଶଂସା ! -
ପେଟ୍ରୋଲ ପମ୍ପରେ ମିଳିବ ୫ କେଜି ଗ୍ୟାସ୍ ସିଲିଣ୍ଡର୍ -
Karan Adani ଙ୍କ ବଡ଼ ଘୋଷଣା; ଓଡ଼ିଶାରେ ₹33,000 କୋଟିର ମେଗା ନିବେଶ, ଅନେକ ନୂତନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ -
ଆଉ ସମ୍ଭାବନାର ରାଜ୍ୟ ନୁହେଁ , ଓଡିଶା ଏବେ ସମୃଦ୍ଧିର ସ୍ପର୍ଶ ଅନୁଭବ କରୁଛି- ମୁଖ୍ୟମନ୍ତ୍ରୀ -
ବୟନ ଓ ପୋଷାକ ଶିଳ୍ପ ହବ୍ରେ ପରିଣତ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ -
IPL 2026 : ଯଶସ୍ୱୀ-ବୈଭବ ଝଡ଼ରେ ଧରାଶାୟୀ ମୁମ୍ବାଇ, ୨୭ ରନ୍ରେ ହରାଇଲା ରାଜସ୍ଥାନ ରୟାଲ୍ସ






Click it and Unblock the Notifications