ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା! ୧୦ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟାକା ଓ ଏହାର ପାର୍ଶ୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ଅତିପ୍ରବଳ ବର୍ଷା ନେଇ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

rain in odisha

ଏହି ସମୟରେ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଏହା ସହ ବିଜୁଳି, ଘଡଘଡି ସହ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି କାଲି ବିଜୁଳି, ଘଡଘଡି ସହ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୧୦ ତାରିଖରୁ ବର୍ଷା କମିବ ଓ ୧୨ ତାରିଖରୁ ବଢିବ ବର୍ଷା ବଢିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+