ଲଗାଣ ବର୍ଷାରେ ବଣ୍ଡା ଘଟି ରାସ୍ତାରୁ ଧୋଇଗଲା ମାଟି, ଚାରିଚକିଆ ଯାନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ

କନ୍ଧମାଳ କଳିଙ୍ଗା ଘାଟିରେ ପୁଣି ଅଘଟଣ । ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଖସିଲା ପଥର । ପ୍ରବଳ ବର୍ଷା ହେତୁ ନିର୍ମାଣ କାର୍ଯ୍ୟ ବନ୍ଦ ହୋଇଛି । ଗତ ସପ୍ତାହରେ ଭୂସ୍ଖଳନ ପରେ ନିର୍ମାଣ କାର୍ଯ୍ୟ ଚାଲିଥିଲା । କନ୍ଧମାଳ ଓ ଗଞ୍ଜାମ ମଧ୍ୟରେ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଛି । ତେବେ ପୁଣି ଥରେ ପାହାଡ଼ରୁ ପ୍ରବଳ ବର୍ଷା ପାଣି ମାଡ଼ି ଆସିବାରୁ ମରାମତି କାମ ଧୋଇଯାଇଛି । ନିର୍ମାଣ ପାଇଁ ବ୍ୟବହାର ହେଉଥିବା ପଥର, ବାଲି ଓ ଗୋଡ଼ି ମଧ୍ୟ ପୂରା ଧୋଇ ହୋଇଯାଇଛି । ଗତ ସପ୍ତାହରେ ମଧ୍ୟ କଳିଙ୍ଗା ଘାଟିରେ ଭୟଙ୍କର ଭୂସ୍ଖଳନ ହୋଇଥିଲା ।

rain
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+