ପ୍ରବଳ ବର୍ଷିବ, ଆସନ୍ତାକାଲି ଏହି ସବୁ ଜିଲ୍ଲାକୁ ସତର୍କ ଘଣ୍ଟି
ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ କିମ୍ବା ମଧ୍ୟମ ଧରଣ ବର୍ଷା ତଥା ବଜ୍ରପାତ ସହ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ କିମ୍ବା ମଧ୍ୟମ ଧରଣ ବର୍ଷା ତଥା ବଜ୍ରପାତ ସହ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ସମ୍ବଲପୁର, ଦେଓଗଡ, ଅଙ୍ଗୁଲ, ସୋନେପୁର, ଢେଙ୍କାନାଳ, ଝାରସୁଗୁଡା ଏବଂ ବରଗଡ ଜିଲ୍ଲା ପାଇଁ ରେଡ ୱାର୍ଣ୍ଣିଂ ଜାରି ହୋଇଥି । ଏଠାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହପରି ବଲାଙ୍ଗୀର, ସୁନ୍ଦରଗଡ, ବୌଦ୍ଧ, କେନ୍ଦୁଝର, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କଟକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାହଗ କେନ୍ଦ୍ର । ଏଠାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇ ଆଭ୍ୟନ୍ତରୀଣ ଓଡିଶା ମୁହାଁ ହୋଇଛି । ଫଳରେ ଆଜିଠୁ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ଲାଗି ରହିଛି । ସେହିପରି ଦୁଇ ଦିନ ହେବ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications