ଆସୁଛି ବଡ଼ ବର୍ଷା; ୨୨ରୁ ପ୍ରବଳ ବର୍ଷା
ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୨ ତାରିଖରେ ଏକ ଲଘୁଚାପ ସୃଷ୍ଟିହେବା ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହେବାର ଆଶଙ୍କା ରହିଛି। ସେହିପରି ୨୪ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଏହା ଅବପାତର ରୂପ ନେଇପାରେ। ଏହା ପଶ୍ଚିମ-ଉତ୍ତର ଦିଗକୁ ଅଗ୍ରସର ହେଉଥିବାବେଳେ ପରବର୍ତ୍ତୀ ୪୮ ଘଣ୍ଟାରେ ଗତିର ଦିଗ ବଜାୟ ରଖିବା ସହ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

More From
-
IPL 2026 : ଗୌହାଟୀରେ ଚେନ୍ନାଇ ବନାମ ରାଜସ୍ଥାନ, ଫୋକସରେ ବୈଭବ-ସଞ୍ଜୁ-ଜାଡେଜା, ଖେଳିବେନି ଧୋନୀ -
ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ସବୁ ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା -
ଜେଏଏଲ୍ ଅଧିଗ୍ରହଣ ପ୍ରକ୍ରିୟାକୁ ନେଇ ବେଦାନ୍ତର ଆପତ୍ତି, ଅଦାନି ପ୍ରସ୍ତାବକୁ ଆଇନସମ୍ମତ ବୋଲି ମାନ୍ୟତା ଦେଲେ କୋର୍ଟ ଓ CoC -
APSEZ ର ବଡ଼ ପଦକ୍ଷେପ: ଭାରତର ପ୍ରଥମ Port of Refuge ଆରମ୍ଭ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ






Click it and Unblock the Notifications