ଦୁଇ ଦିନ ପ୍ରବଳ ବର୍ଷିବ; ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଦୁଇ ଦିନ ପ୍ରବଳ ବର୍ଷିବ । ଆଜି କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ । ସେହିପରି ବିଜୁଳି, ଘଡ଼ଘଡ଼ି ପାଇଁ ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ମଧ୍ୟ ଦୁଇ ଜିଲ୍ଲା କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କାଲି ବିଜୁଳି, ଘଡ଼ଘଡ଼ି ପାଇଁ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଦେଇଛି ପାଣିପାଗ କେନ୍ଦ୍ର । ବାକି ଜିଲ୍ଲାମାନଙ୍କରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Heavy rains expected for two days Yellow warning issued for 28 districts
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+