ଲଘୁଚାପ ପ୍ରଭାବରେ ୭ ଯାଏ ପ୍ରବଳ ବର୍ଷା: ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଗାମୀ ୨୪ ଘଣ୍ଟାରେ ଏହା ଉତ୍ତର ଓଡ଼ିଶା ଓ ତତ୍ ସଂଲଗ୍ନ ଝାଡଖଣ୍ଡ ଓ ଉତ୍ତର ଛତିଶଗଡ଼ ମଧ୍ୟ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି ।

Heavy rains for 7 days due to low pressure

ଆଜି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରକୁୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହାସହ ୩୦ ରୁ ୪୦ କିଲୋମିଟର୍ ପ୍ରତି ଘଣ୍ଟା ବେଗରେ ପବନ ବୋହିବା ସହ ବିଜୁଳି ଘଡଘଡି ର ପ୍ରଭାବ ଦେଖିବାକୁ ମିଳିବ । ଲଘୁଚାପ ପ୍ରଭାବରେ ଆସନ୍ତା ୭ ତାରିଖ ଯାଏ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+