୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟକୁ ୟେଲୋ ୱାର୍ଣ୍ଣିଂ। ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ।

rain
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+