ମୟୂରଭଞ୍ଜ ଶିମିଳିପାଳରେ ହେବ ହେଲିପ୍ୟାଡ୍‌

ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ ପାଇଁ ଜିଲା ପ୍ରଶାସନକୁ ଅନୁରୋଧ କରାଯାଇଛି। ଭୁବନେଶ୍ୱର-ଗୋପାଳପୁର, ଭୁବନେଶ୍ୱର-ଶିମିଳିପାଳକୁ ହେଲିଟ୍ୟାକ୍ସି ସେବା ଜାରି ରହିବ। ହେଲିଟ୍ୟାକ୍ସି ସେବା ପାଇଁ 'ପବନ ହଂସ ଲିଃ'କୁ ମନୋନୀତ କରାଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

Similipal
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+