ଆସନ୍ତା ୧୧ରେ ବ୍ୟକ୍ତିଗତ ହଜାର ହେବାକୁ ବ୍ରହ୍ମପୁର ଏସ୍ପିଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ବୟାନକୁ ନେଇ ବଢ଼ିଲା ବ୍ରହ୍ମପୁର ଏସ୍ପିଙ୍କ ଅଡୁଆ। ଆସନ୍ତା ୧୧ ତାରିଖରେ ବ୍ୟକ୍ତିଗତ ହଜାର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ୧୧ ତାରିଖ ଦିନ ୧୦ଟା ୩୦ରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। SPଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ଚାଲିବ କି ନାହିଁ ହେବ ନିଷ୍ପତ୍ତି।













Click it and Unblock the Notifications