Get Updates
Get notified of breaking news, exclusive insights, and must-see stories!

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ,ଗୋହତ୍ୟା ବନ୍ଦ ପଦକ୍ଷେପ ନିଅ

ରାଜ୍ୟରେ ଗୋହତ୍ୟା ବନ୍ଦ ପାଇଁ କଡ଼ା ପଦକ୍ଷେପ ନିର୍ଦ୍ଦେଶ । ବନ୍ଦ ପାଇଁ କଡ଼ା ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ଗୋହତ୍ୟା ନିରୋଧ ଆଇନ ୧୯୬୦ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ।

High Court

ରାଜ୍ୟ ସରକାରଙ୍କୁ ଏଭଳି ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ଗୋଜ୍ଞାନ ଅନୁଷ୍ଠାନ ପକ୍ଷରୁ ହୋଇଥିଲା ଜନସ୍ବାର୍ଥ ମାମଲା ।ଆବେଦନକାରୀ କଟକରେ କିଛି ଘଟଣାକୁ ଦର୍ଶାଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+