ବିଜେଡି ବିଧାୟିକା ମନୋରମା ଓ ଅଶ୍ୱିନୀ ପାତ୍ରଙ୍କୁ ହାଇକୋର୍ଟ ଦେଲେ ବଡ଼ ଝଟକା

ବିଧାନସଭା ନିର୍ବାଚନୀ ଅନିୟମିତତା ଅଭିଯୋଗ ମାମଲାରେ ଦୁଇ ବିଧାୟକଙ୍କୁ ହାଇକୋର୍ଟ ଝଟ୍‌କା । ଜଳେଶ୍ୱର ବିଧାନସଭା ନିର୍ବାଚନୀ ଅନିୟମିତତା ମାମଲାରେ ବିଧାୟକ ଅଶ୍ୱିନୀ ପାତ୍ରଙ୍କ ବିରୋଧରେ ମାମଲା ଚାଲିବ । ବିନା ଶୁଣାଣିରେ ମାମଲା ଖାରଜ ପାଇଁ ଅଶ୍ୱିନୀଙ୍କ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ବିଧାୟକ ଅଶ୍ୱିନୀ ପାତ୍ରଙ୍କ ବିରୋଧରେ ଅନିୟମିତତା ଅଭିଯୋଗ ନେଇ ମାମଲା ଦାୟର କରିଛନ୍ତି ପରାଜିତ ପ୍ରାର୍ଥୀ ବ୍ରଜ ପ୍ରଧାନ ।

High Court

ସେହିଭଳି ନର୍ଲା ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ବିଧାୟିକା ମନୋରମା ମହାନ୍ତିଙ୍କ ବିରୋଧରେ ଚାଲିବ ନିର୍ବାଚନୀ ମାମଲା । ପରାଜିତ ପ୍ରାର୍ଥୀ ଭକ୍ତ ଦାସଙ୍କ ଆବେଦନକୁ ମଞ୍ଜୁରୀ ଦେଲେ ହାଇକୋର୍ଟ । ନିର୍ବାଚନୀ ମାମଲା ଖାରଜ ପାଇଁ ମନୋରମାଙ୍କ ଆବେଦନ ଖାରଜ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+