ବିଜେଡି ବିଧାୟକ ସାରଦା ପ୍ରସାଦ ନାୟକଙ୍କୁ ହାଇକୋର୍ଟ ନୋଟିସ

ନିର୍ବାଚନରେ ମିଥ୍ୟା ସତ୍ୟପାଠ ଦାଖଲ ଅଭିଯୋଗ। ରାଉରକେଲା ବିଧାୟକ ସାରଦା ପ୍ରସନ୍ନ ନାୟକଙ୍କୁ ହାଇକୋର୍ଟ ଜାରି କଲେ ସମନ ।

saradanayak

ରସିଦ୍ ଅସଲମ ନାମକ ଜଣେ ଭୋଟର ସାରଦାଙ୍କ ନାଁରେ ମାମଲା ଦାଏର କରିଥିଲେ। ୨୭ ଅଗଷ୍ଟ ଏହି ମାମଲାରେ ପରବର୍ତ୍ତୀ ଶୁଣାଣି ରହିଛି ।

ଏହାପୂର୍ବରୁ ବିଜେପି ନେତା ତଥା ପରାଜିତ ପ୍ରାର୍ଥୀ ଦିଲ୍ଲୀପ ରାୟ ମଧ୍ୟ ସାରଦାଙ୍କ ବିରୋଧରେ ମାମଲା ଦାୟର କରିଥିଲେ । ଏହାପୂର୍ବରୁ ରାଜ୍ୟର ଅନେକ ବିଧାୟକଙ୍କ ବିରୋଧରେ ସମାନ ଅଭିଯୋଗ ଆସିଛି । ଆଉ ହାଇକୋର୍ଟରୁ ସମନ ଜାରି କରାଯାଇଛି । ଏହାପୂର୍ବରୁ ବାସୁଦେବପୁର, ବ୍ରହ୍ମପୁର, ପାଟଣାଗଡ, ଯାଜପୁର ଲୋକସଭା, କଂଟାବାଞ୍ଜି, ଭୁବନେଶ୍ୱର ଏକାମ୍ର, ଭୁବନେଶ୍ୱର ମଧ୍ୟ ଆଦିର ନିର୍ବାଚିତ ବିଧାୟକଙ୍କ ବିରୋଧରେ ଆସିଛି ସମାନ ଅଭିଯୋଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+