ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ୍; ଜାଣନ୍ତୁ କଣ ଅଛି କାରଣ ?

ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ୍ । ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲା । ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ୍ । ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ନୋଟିସ୍। ତ୍ରୁଟିପୂର୍ଣ୍ଣ ନାମାଙ୍କନ ଦାଖଲ ଓ ଅଫିସ୍ ଅଫ୍ ପ୍ରଫିଟ ଅଭିଯୋଗ ଆଣିଛନ୍ତି ସୁବାସ।

Dharmendra Pradhan

ରାଜ୍ୟ ରାଜନୀତିରେ ଚର୍ଚ୍ଚିତ ଲୋକସଭା ଆସନ ସମ୍ବଲପୁର, ଚଳିତ ବର୍ଷ ନର୍ବାଚନରେ ରାଜନୈତିକ ରଣାଙ୍ଗନରେ ସମ୍ବଲପୁର ଲୋକସଭା ଆସନ ହଟସ୍ପଟ ପାଲଟିଥିଲା। ତିନି ପ୍ରମୁଖ ଦଳ ପ୍ରାର୍ଥୀମାନଙ୍କୁ ନେଇ ସରଗରମ ହୋଇଥିଲା ସମ୍ବଲପୁର ରାଜନୀତି । ଭାଜପା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ନିଜର ପାୱାରଫୁଲ ନେତା ପ୍ରଣବ ପ୍ରକାଶ ଦାସଙ୍କୁ ମୈଦାନକୁ ଓହ୍ଲାଇଥିଲା । ସେହିଭଳି କଂଗ୍ରେସ ସହ ସ୍ବାଧୀନ ପ୍ରାର୍ଥୀ ମଧ୍ୟ ନିର୍ବାଚନ ଲଢ଼ିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+