ଶ୍ରୀଜଗନ୍ନାଥ ମନ୍ଦିର ସମ୍ପତ୍ତି ମାମଲାରେ ହାଇକୋର୍ଟଙ୍କ ରାୟ ପ୍ରସଙ୍ଗ, ସ୍ୱଚ୍ଛତା ଜମି ସୁରକ୍ଷା କରାଯିବ

ମହାପ୍ରଭୁଙ୍କ ସମ୍ପତ୍ତିର ଭୂକ୍ଷରଣ କେବଳ ଆଇନଗତ ବ୍ୟତିକ୍ରମ ନୁହେଁ । ଏହା ଆଧ୍ୟାତ୍ମିକ ଅପମାନ ଓ ସାଂସ୍କୃତିକ କ୍ଷତି ବୋଲି କହିଛନ୍ତି ହାଇକୋର୍ଟ । ଏଥି ସହିତ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ସମ୍ପତ୍ତିର ଅଧିକାର ଅକ୍ଷୁର୍ଣ୍ଣ ରଖିବା ଉପରେ ହାଇକୋର୍ଟ ଗୁରୁତ୍ବାରୋପ କରିଛନ୍ତି ।

High Court

ଶ୍ରୀଜିଉଙ୍କ ସମ୍ପତ୍ତିର ସୁରକ୍ଷା ସୁନିଶ୍ଚିତ କରିବା ତଥା ଏ ସମ୍ପର୍କିତ ପ୍ରକ୍ରିୟାକୁ ସୁବ୍ୟବସ୍ଥିତ କରିବା ଦିଗରେ ଫଳପ୍ରଦ ଓ ପ୍ରଭାବୀ ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷକରି ଶ୍ରୀମନ୍ଦିର ରେକର୍ଡପତ୍ରର ଡିଜିଟାଲାଇଜେସନ୍‌ ସହ ମନ୍ଦିର ସମ୍ପତ୍ତି ମ୍ୟୁଟେସନ୍‌ ଓ ହସ୍ତାନ୍ତର ପ୍ରସଙ୍ଗରେ ମାର୍ଗଦର୍ଶିକା ପ୍ରଣୟନ କରିବାକୁ ହାଇକୋର୍ଟ କହିଛନ୍ତି । ଶ୍ରୀଜଗନ୍ନାଥ ମନ୍ଦିରର ସମ୍ପତ୍ତି ବିବାଦ ସମ୍ପର୍କିତ ମାମଲାର ଶୁଣାଣି କରି ଡକ୍ଟର ଜଷ୍ଟିସ ସଂଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+