କଟକ ଦୁର୍ଗାପୂଜା ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦେଶ
କଟକ ଦୁର୍ଗାପୂଜା ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦେଶ । ସୁଉଚ୍ଚ ତୋରଣ ଉପରେ ହାଇକୋର୍ଟଙ୍କ କଟକଣା।
ଇଲେକ୍ର୍ଟିକ ଗେଟ୍ ନିର୍ମାଣ ଉପରେ ଵି କଟକଣା ଜାରି କଲେ। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗେଟ୍ ନିର୍ମାଣ ଅନୁମତି କହିଲେ। ୬୫ ଡେସିବଲ୍ ସାଉଣ୍ଡ ମଧ୍ୟରେ ଡିଜେ ବଜାଇବା ପାଇଁ ଅନୁମତି।













Click it and Unblock the Notifications