ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ରାବଣପୋଡ଼ିରେ ଏଥର ହେବନି ବାଣ ପ୍ରତିଯୋଗିତା

ରାବଣପୋଡ଼ିରେ ଏଥର ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍‌ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ରଙ୍ଗୀନ ବାଣ ବ୍ୟବହାର କରାଯାଇପାରିବ ବୋଲି କୋର୍ଟ କହିଛନ୍ତି। ଏନେଇ ଆଡ୍‌ଭୋକେଟ୍‌ କମିଟି ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ସୁରୁଖୁରୁରେ ରାବଣପୋଡ଼ି କେମିତି ହୋଇପାରିବ ସେନେଇ କୋର୍ଟ ଗୁରୁତ୍ୱ ଦେଇଛନ୍ତି। ଅକ୍ଟୋବର ୧୦ ସୁଦ୍ଧା ବାଲିଯାତ୍ରା ତଳ ପଡ଼ିଆରେ ସମସ୍ତ ବ୍ୟବସ୍ଥା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଟ୍ରାଫିକ୍‌ ପରିଚାଳନା ପାଇ ଡିସିପିଙ୍କୁ ମଧ୍ୟ କୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

High Court s strict instructions no cracker competition to be held this time in Rabanpodhi

ରାବଣପୋଡ଼ି ପାଇଁ ବାଲିଯାତ୍ରା ତଳ ପଡ଼ିଆରେ ସମସ୍ତ ପ୍ରକାରର ବ୍ୟବସ୍ଥା ୧୦ ତାରିଖ ଭିତରେ ଯୋଗାଇବା ପାଇଁ ସିଏମସି ଓ ଜିଲ୍ଲା ପ୍ରଶାସନକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଟ୍ରାଫିକ ସୁପରିଚାଳନା ପାଇଁ ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+