Get Updates
Get notified of breaking news, exclusive insights, and must-see stories!

ଶିକ୍ଷକଙ୍କ ବିଭିନ୍ନ ଦାବିକୁ ନେଇ ଉଚ୍ଚସ୍ତରୀୟ କମିଟି ଗଠନ

ଶିକ୍ଷକଙ୍କ ବିଭିନ୍ନ ଦାବିକୁ ନେଇ ଉଚ୍ଚସ୍ତରୀୟ କମିଟି ଗଠନ । ଅବସରପ୍ରାପ୍ତ ଆଇଏଏସ ଅଶୋକ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଛି । ବିଧାନସଭାରେ ବିବୃତ୍ତି ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

mohan majhi

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଶିକ୍ଷକ/ ଅଧ୍ୟାପକ ଓ କର୍ମଚାରୀଙ୍କ ଦାବିର ଅନୁଶୀଳନ ପାଇଁ କମିଟି ଗଠନ କରାଯାଇଛି । ୬ ମାସ ମଧ୍ୟରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେବ କମିଟି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+