ମହାନଦୀ ଜଳ ବିବାଦ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୭ ଜଣିଆ କମିଟି ଗଠନ

ମହାନଦୀ ଜଳ ବିବାଦ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ।
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶରେ ୭ ଜଣିଆ କମିଟି ଗଠନ । ମହାନଦୀ ଜଳ ସମ୍ବନ୍ଧୀୟ ସମସ୍ତ ପ୍ରାସଙ୍ଗିକ ଦିଗକୁ ପରୀକ୍ଷା କରିବ କମିଟି । କମିଟିରେ ସୁରେଶ ପୂଜାରୀ, ପୃଥ୍ବୀରାଜ ହରିଚନ୍ଦନ, ସମ୍ପଦ ସ୍ବାଇଁ ଅଛନ୍ତି । ସରୋଜ ପ୍ରଧାନ, ନିରଞ୍ଜନ ପୂଜାରୀ, ଜୟନାରାୟଣ ମିଶ୍ର ଓ ସୋଫିଆ ଫିର୍ଦୋସ ସଦସ୍ୟ ରହିଛନ୍ତି ।

cm

୨୦୧୬ରେ ମହାନଦୀକୁ ନେଇ ମୁଣ୍ଡ ଟେକିଥିଲା ଛତିଶଗଡ଼-ଓଡିଶା ଜଳ ବିବାଦ । ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ରୁ ମହାନଦୀରେ ପାଣି ଛାଡିବାକୁ ନେଇ ସେ ସମୟରେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିଲା । ସେ ସମୟରେ ଛତିଶଗଡ଼ରେ ଥିଲେ ବିଜେପିର ରମଣ ସିଂ ସରକାର ଆଉ ଓଡ଼ିଶାରେ ନବୀନ ପଟ୍ଟନାୟକଙ୍କ ବିଜେଡି ସରକାର । ଏବେ ଉଭୟ ଛତିଶଗଡ଼ ଏବଂ ଓଡ଼ିଶାରେ ବିଜେପି ସରକାର ଆସିବା ପରେ ରାଜ୍ୟବାସୀଙ୍କ ଜଳ ବିବାଦ ସମାଧାନର ଆଶା ବଢିଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+