ଶିକ୍ଷକ/ଅଧ୍ୟାପକଙ୍କ ଦାବି ପାଇଁ ପୁନର୍ଗଠିତ ହେଲା ଉଚ୍ଚସ୍ତରୀୟ କମିଟି
ଶିକ୍ଷକ/ଅଧ୍ୟାପକଙ୍କ ଦାବି ପାଇଁ ପୁନର୍ଗଠିତ ହେଲା ଉଚ୍ଚସ୍ତରୀୟ କମିଟି । ଅବସରପ୍ରାପ୍ତ IAS ଅଶୋକ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଛି । ୫ ଜଣଙ୍କୁ ନେଇ ପୁନର୍ଗଠିତ ହେଲା ଉଚ୍ଚସ୍ତରୀୟ କମିଟି । ଅବସରପ୍ରାପ୍ତ IAS ସୁଦର୍ଶନ ନାଏକ କମିଟିରେ ସହ ଅଧ୍ୟକ୍ଷ । ସ୍ବତନ୍ତ୍ର ଶାସନ ସଚିବ ଶାନ୍ତନୁ ସାହୁ, ଅବସରପ୍ରାପ୍ତ OES ସନାତନ ପଣ୍ଡା ସଦସ୍ୟ । ବଲାଙ୍ଗିର ସରକାରୀ ମହିଳା ମହାବିଦ୍ୟାଳୟ ପୂର୍ବତନ ଅଧ୍ୟକ୍ଷ ମନୋରଞ୍ଜନ ମିଶ୍ର ସଦସ୍ୟ । ୬ ମାସ ମଧ୍ୟରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେବ କମିଟି ।

More From
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ






Click it and Unblock the Notifications