ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେପିରୁ ବହିଷ୍କୃତ ହେଲେ ହିମାଂଶୁ

ବିଦ୍ରୋହୀଙ୍କ ଉପରେ ବଡ କାର୍ଯ୍ୟନୁଷ୍ଠାନ ଗ୍ରହଣ କଲା ଭାରତୀୟ ଜନତା ପାର୍ଟି । ବିଜେପିରୁ ବହିଷ୍କୃତ ହେଲେ ହିମାଂଶୁ ଶେଖର ସାହୁ । ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଥିବା ସୂଚନା ରହିଛି ।

Himanshu Shekhar Sahu

ସୂଚନା ମୁତାବକ, ହିମାଂଶୁ ନିର୍ବାଚନ ପୂର୍ବରୁ ଧର୍ମଶାଳାରେ ନିଜର ସଙ୍ଗଠନ ପ୍ରସ୍ତୁତ କରିଥିଲେ ବି ବିଜେପି ତାଙ୍କୁ ଅଣଦେଖା କରିଥିଲା । ବିଜେପି ଧର୍ମଶାଳାରେ ତାଙ୍କ ବଦଳରେ ସ୍ମୃତିରେଖା ପହିଙ୍କୁ ଟିକେଟ୍ ଦେଇଥିଲା ।

ଏହାପରେ ହିମାଂଶୁଙ୍କ ସମର୍ଥକମାନେ ଯାଇ ବିଜେପି କାର୍ଯ୍ୟାଳୟ ବାହାରେ ହଙ୍ଗାମା କରିଥିଲେ ଏବଂ ହିମାଂଶୁଙ୍କୁ ଟିିକେଟ ଦେବାକୁ ଅଡି ବସିଥିଲେ । ଏହାପରେ ସେ ସ୍ୱାଧୀନ ଭାବେ ନାମାଙ୍କନ ଭରି ନିର୍ବାଚନକୁ ଓହ୍ଲାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+