Get Updates
Get notified of breaking news, exclusive insights, and must-see stories!

Hirakud Dam: ହୀରାକୁଦରେ ଆରମ୍ଭ ହେବ ଅତିରିକ୍ତ ସ୍କିଲ୍ ୱେ କାମ

ପୁଣି ଥରେ ଆରମ୍ଭ ହେବ ହୀରାକୁଦ ଡ୍ୟାମର ବାମ ଡାଇକରେ ନିର୍ମାଣାଧୀନ ଅତିରିକ୍ତ ସ୍କିଲ୍ ୱେ କାମ । ତଳମୁଣ୍ଡରେ ଧନଜୀବନ ରକ୍ଷା, ଉଭିଦ ଓ ଜୀବଜନ୍ତୁ ଓ ନଦୀର ସୁରକ୍ଷା ନେଇ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

୯ଜଣିଆ ଟିମ୍ ହୀରାକୁଦ ଗସ୍ତ କରି ହୀରାକୁଦ ଅତିରିକ୍ତ ସ୍ପିଲ ଓ୍ବେ ଅଂଚଳ, ବିସ୍ଥାପିତ ହେବାକୁ ଥିବା ଅଂଚଳ, ସାଇଫନ ଅଂଚଳ ବୁଲିଦେଖିଛନ୍ତି । ଏଥିପାଇଁ ୮୪୪ କୋଟି ଟଙ୍କା ଲାଗିପାରେ ବୋଲି ମୁଖ୍ୟଯନ୍ତ୍ରୀ କହିଛନ୍ତି । ଏହି ଟିମରେ ସିଡବ୍ଲୁସି, ଓ୍ବାଲ୍ଡ ବ୍ୟାଙ୍କର ଅଧିକାରୀ ସାମିଲ ଅଛନ୍ତି । ପୂର୍ବରୁ ଥିବା ଅତିରିକ୍ତ ସ୍କିଲ୍ ୱେ କାମ ଶେଷ ହେବ ।

Hirakud Dam

ହୀରାକୁଦ ବାମ ପଟରେ ଅତିରିକ୍ତ ସ୍ପିଲ୍ ୱେ ନିର୍ମାଣ ହେବ । ଜଳ, ସ୍ଥଳ ଏବଂ ଆକାଶ ମାର୍ଗରେ ସର୍ଭେ କରି ଫାଟ ଓ ଅନ୍ୟ ସଙ୍କଟଜନକ ପରିସ୍ଥିତି ପାଇଁ ଚିହ୍ନଟ ତଥା ଏହାର ପୁନରୁଦ୍ଧାର ପାଇଁ ୩୨ କୋଟି ଖର୍ଚ୍ଚ କରାଯିବ । ହୀରାକୁଦ ଡ୍ୟାମର ଓ ପ୍ରସ୍ତାବିତ ଅତିରିକ୍ତ ସ୍କିଲ୍ ୱେ ଗେଟ ଗୁଡିକର ସ୍ବୟଂଚାଳିତ ବ୍ୟବସ୍ଥା କରିବାକୁ ୧୫୦ କୋଟି ଟଙ୍କା ଅର୍ଥ ବ୍ୟୟବରାଦ ହୋଇଛି । କେନ୍ଦ୍ରୀୟ ଜଳ ଆୟୋଗ ଓ ଡ୍ୟାମ ସୁରକ୍ଷା ସମୀକ୍ଷା ପ୍ୟାନେଲ୍ ଅନୁମୋଦନ ପରେ ଏହାକୁ କାର୍ୟ୍ୟକାରୀ କରାଯିବା ପାଇଁ ନିଷ୍ପତ୍ତି ହୋଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+