ସର୍ବୋଚ୍ଚ ଜଳସ୍ତର ଛୁଇଁଲା ହୀରାକୁଦ ଜଳଭଣ୍ତାର
Hirakud News: ସର୍ବୋଚ୍ଚ ଜଳସ୍ତର ଛୁଇଁଲା ହୀରାକୁଦ ଜଳଭଣ୍ତାର । ପ୍ରବେଶ କରୁଛି ୫୬ ହଜାର ୩୯୨ କ୍ୟୁସେନ ଜଳ । ତେବେ ଜଳ ଭଣ୍ତାରରର କ୍ଷମତା ୬୩୦ ଫୁଟ୍ ଥିବା ବେଳେ ଜଳସ୍ତର ମଧ୍ୟ ୬୩୦ ଫୁଟ୍ ରହିଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ତାରର ସମସ୍ତ ଗେଟ୍ ବନ୍ଦ ରହିଛି । ସେହିପରି ଜଳଭଣ୍ତାରକୁ ୫୬ ହଜାର ୩୯୨ କ୍ୟୁସେନ ଜଳ ପ୍ରବେଶ କରୁଥିବା ବେଳେ ୩୭ ହଜାର ୩୩୪ କ୍ୟୁସେନ୍ ବନ୍ୟା ଜଳ ନିଷ୍କାସିତ ହେଉଛି ।

ତେବେ ଡ୍ୟାମର ଉପରମୁଣ୍ଡ ଛତିଶଗଡ଼ରେ ବର୍ଷା ପରିମାଣ ବର୍ତ୍ତମାନ କମ ରହିଛି । ତେଣୁ ସବୁ ଗେଟ୍ ବନ୍ଦ କରାଯାଇଛି, ଯଦି ଉପରମୁଣ୍ଡରେ ବର୍ଷାର ପରିମାଣ ବୃଦ୍ଧିପାଏ ତେବେ ପୁଣି ଗେଟ୍ ଖୋଲା ଯାଇପାରେ ବୋଲି ଡ୍ୟାମ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି । ହେଲେ ବର୍ତ୍ତମାନ ବଡ଼ ବର୍ଷା ହେବାର ସମ୍ଭାବନା ନାହିଁ ବୋଲି ମଧ୍ୟ ସୂଚନା ରହିଛି ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications