ମୁଣ୍ଡଳି ପହଞ୍ଚିଲା ହୀରାକୁଦ ବନ୍ୟାଜଳ, ବିପଦସଙ୍କେତ ତଳେ ମୁଣ୍ଡଳି ଜଳସ୍ତର

ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି । ହୀରାକୁଦ ଡ୍ୟାମର ୨୦ଟି ଗେଟ ଦେଇ ନିଷ୍କାସିତ ହେଉଥିବା ବନ୍ୟାଜଳ ଆଜି କଟକ ମୁଣ୍ଡୁଳିରେ ପହଞ୍ଚିବ ବୋଲି ଆକଳନ କରାଯାଇଛି । ହୀରାକୁଦ ଡ୍ୟାମ୍‌ର ବାମପଟରେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି ।

Hirakud

ଏବେ ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର ୬୦୮ ଦଶମିକ ୦୪ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୩୩ ହଜାର ୮୨୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ନିଷ୍କାସିତ ହେଉଛି ୩ ଲକ୍ଷ ୩୨ ହଜାର ୪୯୧ କ୍ୟୁସେକ୍ ଜଳ । ସ୍ପିଲ୍‌ୱେ ପାଇଁ ୨ ଲକ୍ଷ ୯୪ ହଜାର ୩୦୦ କ୍ୟୁସେକ୍ ପାଣି ଯାଉଥିବା ବେଳେ ପାୱାର ଚ୍ୟାନେଲ ପାଇଁ ୩୪ ହଜାର ୯୫୬ କ୍ୟୁସେକ୍ ପାଣି ଛଡ଼ାଯାଉଛି । ହୀରାକୁଦ ନଦୀବନ୍ଧରେ ମୋଟ୍‌ ୯୮ଟି ଗେଟ୍ ରହିଛି । ଏଥିରୁ ୬୪ଟି ସ୍ଲୁଇସ୍ ଗେଟ୍‌ ଓ ୩୪ଟି କ୍ରେଷ୍ଟ ଗେଟ୍‌ ରହିଛି । ହୀରାକୁଦ ନଦୀବନ୍ଧରେ ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍‌ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+