ଆସନ୍ତାକାଲି ଖୋଲିବ ହୀରାକୁଦର ଗେଟ୍

ଆସନ୍ତାକାଲି ଖୋଲିବ ହୀରାକୁଦର ଗେଟ୍ । କଲମା ଗେଟ ଖୋଲିବାରୁ ଜଳସ୍ତର ବଢିଛି । ପୂଜାର୍ଚ୍ଚନା ପରେ ହୀରାକୁଦର ୬ଟି ଗେଟ୍ ଖୋଲାଯିବ । ଗେଟ ଖୋଲାଯିବା ନେଇ ସର୍ବୋଚ୍ଚ ଯନ୍ତ୍ରୀ ସୁଶିଲ ବେହେରାଙ୍କ ସୂଚନା । ପରେ ନଦୀର ଜଳସ୍ତର ଦେଖି ନିଷ୍କାସନ ନିଷ୍ପତ୍ତି ନିଆଯିବ। ତେବେ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେଉନଥିବାରୁ ଚଳିତ ବର୍ଷ ଶୀଘ୍ର ଗେଟ୍ ଖୋଲିବ । ଗେଟ ଖୋଲିବା ନେଇ ସୂଚନା ଦେଲେ ହୀରାକୁଦ ମୁଖ୍ୟ ଯନ୍ତ୍ରୀ ସୁଶିଲ ବେହେରା । ସକାଳ ୧୦ଟାରେ ପୂଜାର୍ଚ୍ଚନା ପରେ ଗେଟ୍ ଖୋଲାଯିବ । ହୀରାକୁଦ ତଳ ମୁଣ୍ଡର ଜନସାଧାରଣଙ୍କୁ ସେହି ସମୟରେ ମହାନଦୀକୁ ନ ଯିବାପାଇଁ ସତର୍କ କଲେ କତୃପକ୍ଷ ।

Hirakud Gate will open tomorrow
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+