ଆଜି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍

ଆଜି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍ । ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି । ସୂଚନା ଦେଲେ ହୀରାକୁଦ ଜଳଭଣ୍ଡାର ମୁଖ୍ୟ ଯନ୍ତ୍ରୀ ।

ସତର୍କ ସୂଚନା ଜାରି କଲେ ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ । ମହାନଦୀ ଭିତରକୁ ନ ଯିବାପାଇଁ ସତର୍କ ସୂଚନା ଜାରି । ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାର ଫୁଲୁଥିବା ସୂଚନା ।

Hirakud jalabhandar gate to reopen today

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+