ଖୋଲିଲା ହୀରାକୁଦ ଜଳଭଣ୍ଡାର ଗେଟ୍; ମହାନଦୀ ଭିତରକୁ ନ ଯିବା ପାଇଁ ସତର୍କ ସୂଚନା

ସମ୍ବଲପୁର: ଖୋଲିଲା ହୀରାକୁଦ ଜଳଭଣ୍ଡାର ଗେଟ୍। ଜଳଭଣ୍ଡାର ଜଳସ୍ତର ବଢୁଥିବାରୁ ଖୋଲାଗଲା ଗେଟ୍। ସୂଚନା ଦେଲେ ହୀରାକୁଦ ଜଳଭଣ୍ଡାର ମୁଖ୍ୟ ଯନ୍ତ୍ରୀ । ଏବେ ମହାନଦୀ ଭିତରକୁ ନ ଯିବା ପାଇଁ ସତର୍କ ସୂଚନା ଜାରି ।
ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ଡ୍ୟାମ୍ ଜଳସ୍ତର ।

Hirakud reservoir gate open
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+